Advertisment

Vigilance Raid on Jajpur Legalities: ଭିଜିଲାନ୍ସ ଜାଲରେ ABDO; ୭ଟି ସ୍ଥାନରେ ରେଡ୍

ଭିଜିଲାନ୍ସ ଜାଲରେ ଧର୍ମଶାଳା ABDO। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ସକାଳେ ଧର୍ମଶାଳା ABDO ଅସିତ ପାତ୍ରଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଅସିତଙ୍କ ଘର ସମେତ ୭ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।

ଅଦ୍ୟତନ ହୋଇଛି
Vigilance Raid

ଅଧିକ ପଢ଼ନ୍ତୁ: ଲାଞ୍ଚୁଆ କନିଷ୍ଠ ଯନ୍ତ୍ରୀଙ୍କ ବେପାର ନିଶାକୁ ଦେଖି ତାଜୁବ୍ ଭିଜିଲାନ୍ସ: ତିନି ତିନିଟି ଫ୍ୟାକ୍ଟ୍ରି ଠାବ

ଯାଜପୁରରେ ଥିବା ପୈତୃକ ଘର, କଟକ ଚାଉଳିଆଗଞ୍ଜରେ ଥିବ ଫ୍ଲାଟ୍, ଭୁବନେଶ୍ୱର ଚନ୍ଦ୍ରଶେଖରପୁରରେ ଥିବା ପ୍ଲଟ୍, ଭଦ୍ରକ ଭଣ୍ଡାରୀପୋଖରୀରେ ଥିବା ସମ୍ପକୀୟଙ୍କ ଘରେ ମଧ୍ୟ ରେଡ୍ କରାଯାଇଛି। ସେହିପରି ଅସିତଙ୍କ ଅଫିସ ଓ ସରକାରୀ ବାସଭବନରେ ଚଢ଼ାଉ କରାଯାଇଛି।

Advertisment

ଅସିତ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ପରେ ଭିଜିଲାନ୍ସ ଘଟଣାର ତଦନ୍ତ କରି ରେଡ୍‌ କରିଥିଲା। ଏହି ଚଢ଼ାଉରେ ୮ ଜଣ ଭିଜିଲାନ୍ସ ଡିଏସପି ଓ ୯ଜଣ ଇନ୍ସପେକ୍ଟର  ସାମିଲ ହୋଇଛନ୍ତି।

ଅଧିକ ପଢ଼ନ୍ତୁ: ସରକାରୀ ବାବୁଙ୍କ ଏତେ ସମ୍ପତ୍ତି ! ଘର ଦେଖି ଭିଜିଲାନ୍ସ ଟେରା...

Cuttack Jajpur Vigilance Vigilance Raid
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ