/odishatv-khabar/media/post_attachments/uploadimage/library/16_9/16_9_0/IMAGE_1663500157.jpg)
Self Kill Attempt
ରାଜ୍ୟରେ ଦିନକୁ ଦିନ ବଢ଼ୁଛି ଆତ୍ମହତ୍ୟା ମାମଲା । ଆଜି କଟକ କାଠଯୋଡ଼ି ନଦୀକୁ ଡେଇଁ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରୁଥିବା ବେଳେ ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଛନ୍ତି । ମହିଳାଙ୍କୁ ଆହତ ଅବସ୍ଥାରେ ଉଦ୍ଧାର ପରେ ମେଡିକାଲରେ ଭର୍ତ୍ତି କରାଯାଇଛି ମହିଳା ଜଣଙ୍କ ବାଦାମବାଡ଼ି ଶଙ୍କରପୁର ଅଞ୍ଚଳର ବୋଲି ସୂଚନା ମିଳିଛି । ତେବେ ତାଙ୍କ ଆତ୍ମହତ୍ୟା ଉଦ୍ୟମର କାରଣ ଅସ୍ପଷ୍ଟ ରହିଛି । ପୋଲିସ ଏନେଇ ପଚରାଉଚରା ଆରମ୍ଭ କରିଛି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)