Advertisment

କାଠଯୋଡ଼ି ବ୍ରିଜରୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ କାଠଯୋଡ଼ି ନଦୀକୁ ଡେଇଁ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରୁଥିବା ବେଳେ ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଛନ୍ତି ।

Self Kill Attempt

Self Kill Attempt

Advertisment

ରାଜ୍ୟରେ ଦିନକୁ ଦିନ ବଢ଼ୁଛି ଆତ୍ମହତ୍ୟା ମାମଲା । ଆଜି କଟକ କାଠଯୋଡ଼ି ନଦୀକୁ ଡେଇଁ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରୁଥିବା ବେଳେ ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଛନ୍ତି । ମହିଳାଙ୍କୁ ଆହତ ଅବସ୍ଥାରେ ଉଦ୍ଧାର ପରେ ମେଡିକାଲରେ ଭର୍ତ୍ତି କରାଯାଇଛି  ମହିଳା ଜଣଙ୍କ ବାଦାମବାଡ଼ି ଶଙ୍କରପୁର ଅଞ୍ଚଳର ବୋଲି ସୂଚନା ମିଳିଛି । ତେବେ ତାଙ୍କ ଆତ୍ମହତ୍ୟା ଉଦ୍ୟମର କାରଣ ଅସ୍ପଷ୍ଟ ରହିଛି । ପୋଲିସ ଏନେଇ ପଚରାଉଚରା ଆରମ୍ଭ କରିଛି । 

Advertisment
Kathajodi River Self Kill Attempt
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ