Youth sustains critical burn injuries
ସାଲେପୁର: କିଶନନଗର ଥାନା ସାମ୍ନାରେ ନିଜକୁ ଜାଳିଲେ ଯୁବକ। ପେଟ୍ରୋଲ ଢାଳି ନିଆଁ ଲଗାଇ ଦେବାରୁ ପୋଡ଼ିହୋଇ ଗୁରୁତର ହୋଇଛନ୍ତି।ପୋଡ଼ିହୋଇ ଗୁରୁତର ଥିବା ବ୍ୟକ୍ତି ଜଣଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଆତ୍ମାହୁତି ଉଦ୍ୟମ କରିଥିବା ବ୍ୟକ୍ତିଙ୍କ ପରିଚୟ ମିଳିପାରିନି। କେଉଁ କାରଣ ପାଇଁ ଥାନା ସାମ୍ନାରେ ନିଜକୁ ନିଆଁ ଲଗାଇଲେ, ଅସ୍ପଷ୍ଟ ଅଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)