/odishatv-khabar/media/post_attachments/uploadimage/library/16_9/16_9_0/Plus_2_1672482148.jpg)
Plus 2
ମାର୍ଚ୍ଚ ୧ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା । ଯୁକ୍ତ ୨ ବିଜ୍ଞାନ, କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଆରମ୍ଭ ହେବ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ମାର୍ଚ୍ଚ ୧ରୁ ବିଜ୍ଞାନ ଓ ମାର୍ଚ୍ଚ ୨ରୁ ଆରମ୍ଭ ହେବ କଳା ଓ ବାଣିଜ୍ୟ ପରୀକ୍ଷା । କୋଭିଡ୍ ଗାଇଡ୍ ଲାଇନ୍ ଅନୁଯାୟୀ ପରୀକ୍ଷା ପରିଚାଳନା ହେବ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)