Advertisment

ବଡ଼ ଖବର: ମାର୍ଚ୍ଚ ୧ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ।

ଅଦ୍ୟତନ ହୋଇଛି
Plus 2

Plus 2

Advertisment

ମାର୍ଚ୍ଚ ୧ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା । ଯୁକ୍ତ ୨ ବିଜ୍ଞାନ, କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଆରମ୍ଭ ହେବ ।  ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ମାର୍ଚ୍ଚ ୧ରୁ ବିଜ୍ଞାନ ଓ ମାର୍ଚ୍ଚ ୨ରୁ ଆରମ୍ଭ ହେବ କଳା ଓ ବାଣିଜ୍ୟ ପରୀକ୍ଷା । କୋଭିଡ୍ ଗାଇଡ୍ ଲାଇନ୍ ଅନୁଯାୟୀ ପରୀକ୍ଷା ପରିଚାଳନା ହେବ ।

Advertisment

Exam
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ