Advertisment

ସ୍କୁଲରେ ନାମଲେଖା ପାଇଁ ଆଧାର କାର୍ଡ ବାଧ୍ୟତାମୂଳକ ନୁହେଁ

ସମସ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖିଲେ ଗଣଶିକ୍ଷା ସଚିବ

author-image
Prangyan Parimita
ଅଦ୍ୟତନ ହୋଇଛି
Aadhaar Not Mandatory For School Admissions

Aadhaar

ଛାତ୍ରଛାତ୍ରୀଙ୍କ ନାମଲେଖା ପାଇଁ ଆଧାର ବାଧ୍ୟତାମୂଳକ ନୁହେଁ । ସ୍କୁଲରେ ନାମଲେଖା ପାଇଁ ଆଧାର କାର୍ଡ ଜରୁରୀ ନୁହେଁ । ଏନେଇ ସମସ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖିଲେ ଗଣଶିକ୍ଷା ସଚିବ । ଆଧାର କାର୍ଡ ଥାଉ ବା ନଥାଉ ସ୍କୁଲରେ ନାମ ଲେଖାଇ ପାରିବେ।

Advertisment

ନାମଲେଖା ପରେ ଛାତ୍ରଛାତ୍ରୀ ଆଧାର ପ୍ରସ୍ତୁତ କରି ଜମା କରିପାରିବେ । କିଛି ସ୍କୁଲରେ ପ୍ରଧାନ ଶିକ୍ଷକ ଆଧାର ଦାବି କରିବା ଦୃଷ୍ଟିକୁ ଆସିଛି । ଏଥିପାଇଁ ସବୁ ପ୍ରଧାନ ଶିକ୍ଷକଙ୍କୁ ଅବଗତି ପାଇଁ DEOଙ୍କୁ ଗଣଶିକ୍ଷା ସଚିବ ନିର୍ଦ୍ଦେଶ ଦେଇଛନ୍ତି । ...

ଅନ୍‌ଲାଇନ୍‌ରେ କେମିତି କରିବେ ଆଧାର ଅପଡେଟ୍‌...

  • UIDAIର ଅଫିସିଆଲ୍‌ ୱେବ୍‌ସାଇଟ୍‌କୁ ଯାଆନ୍ତୁ
  • ଏହାପରେ 'My Aadhaar' ମେନ୍ୟୁକୁ ଯାଆନ୍ତୁ
  • Update Your Aadhaar’ ଅପ୍‌ସନ୍‌ କ୍ଲିକ୍‌ କରନ୍ତୁ
  • ଏହାପରେ ‘Update demographics data online’ ଚୟନ କରି ‘Proceed to update Aadhaar’ ଅପ୍‌ସନ୍‌ କ୍ଲିକ୍‌ କରନ୍ତୁ
  • ଆପଣଙ୍କର ଆଧାର କାର୍ଡ ନମ୍ବର ଦେବା ପରେ captcha ଭେରିଫିକେସନ୍‌ କରନ୍ତୁ
  • ଏହାପରେ ‘Send OTP’ ଦେଇ 'Update Demographics Data' ଅପ୍‌ସନ୍‌ କ୍ଲିକ୍‌ କରନ୍ତୁ। ଏହାପରେ ଅପଡେଟ୍‌ ଡିଟେଲ୍ସ ଅପ୍‌ସନ୍‌ କ୍ଲିକ୍‌ କରନ୍ତୁ
  • ନୂଆ ତଥ୍ୟ ଦେଇ ସଠିକ୍‌ ପ୍ରମାଣପତ୍ରର ସ୍କାନ୍‌ କପି ଅପ୍‌ଲୋଡ୍‌ କରନ୍ତୁ ଓ ଏହା ସଠିକ୍‌ କି ନାହିଁ ଅପଲୋଡ୍‌ ପୂର୍ବରୁ ଯାଞ୍ଚ କରି ନିଅନ୍ତୁ
  • ଶେଷରେ OTP ଦେଇ ଅପଡେଟ୍‌ କରନ୍ତୁ
Advertisment
Aadhaar Aadhaar Card
Advertisment
Advertisment