ଅଦ୍ୟତନ ହୋଇଛି
BSE Odisha introduces aspiration components in the curriculum of class
Advertisment
ନବମ ଏବଂ ଦଶମ ଶ୍ରେଣୀ ପିଲାଙ୍କ ପାଠ୍ୟକ୍ରମରେ ନୂଆ ବିଷୟ। ଆସପିରେସନାଲ୍ କମ୍ପୋନେଣ୍ଟ ନାମରେ ନୂଆ ବିଷୟ ଆରମ୍ଭ କରାଯିବ। ଏନେଇ ପ୍ରେସମିଟରେ ବୋର୍ଡ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଚଳିତ ବର୍ଷ ନବମ ଶ୍ରେଣୀରୁ ନୂଆ ବିଷୟ ଆରମ୍ଭ ହେବ। ଆସନ୍ତା ବର୍ଷଠାରୁ ଉଭୟ ନବମ ଏବଂ ଦଶମରେ ଲାଗୁ ହେବ। ଆସପିରେସନାଲ୍ କମ୍ପୋନେଣ୍ଟରେ ୪ଟି ବିଭାଗ ରହିବ। ବୁକ୍ ରିଭ୍ୟୁ, ପ୍ରୋଜେକ୍ଟ ୱାର୍କ, କୋ-କରିକୁଲମ ଆକ୍ଟିଭିଟି, ବେସିକ୍ ଆଇଟି ସ୍କିଲ୍ ରହିବ। ପ୍ରତ୍ୟେକ ୨୫ ଲେଖାଏଁ ଓ ବିଷୟ ପାଇଁ ମୋଟ ୧୦୦ ମାର୍କ ରହିବ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1666003630.jpg)