/odishatv-khabar/media/post_attachments/uploadimage/library/16_9/16_9_0/IMAGE_1726145496.jpg)
CHSE Odisha
୧୮ରୁ ଯୁକ୍ତ ଦୁଇ ଫର୍ମ ଫିଲଅପ୍ । କଳା, ବାଣିଜ୍ୟ, ବିଜ୍ଞାନ ପରୀକ୍ଷା ପାଇଁ ଫର୍ମ ଫିଲଅପ୍ କରିବେ ଛାତ୍ରଛାତ୍ରୀ । ୧୮ ତାରିଖରୁ ଅକ୍ଟୋବର ୧ ଯାଏଁ ବିନା ଜରିମାନା ଦେୟରେ ଫର୍ମ ପୂରଣ କରିପାରିବେ । ଅକ୍ଟୋବର ୪ରୁ ୧୪ ତିରିଖ ଭିତରେ ଫର୍ମ ଫିଲଅପ୍ କଲେ ୨୦୦ ଟଙ୍କା ଫାଇନ୍ ପଡ଼ିବ । ନଭେମ୍ବର ୧୧ରୁ ୧୮ ଭିତରେ ଫର୍ମ ପୂରଣରେ ଲାଗିବ ୬୦୦ ଟଙ୍କା ଜରିମାନା । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି ।
Advertisment
ପରୀକ୍ଷା ପାଇଁ ଅନଲାଇନ ଫର୍ମ ଫିଲଅପ୍ ପ୍ରକ୍ରିୟା ସେପ୍ଟେମ୍ବର ୧୮ରୁ ଆରମ୍ଭ ହେବ ଓ ଅକ୍ଟୋବର ୧ ପର୍ଯ୍ୟନ୍ତ କୌଣସି ଫାଇନ ଦେବାକୁ ପଡ଼ିବ ନାହିଁ । ତେବେ ଅକ୍ଟୋବର ୪ ତାରିଖରୁ ୧୪ ତାରିଖ ମଧ୍ୟରେ ଯେଉଁ ଛାତ୍ରଛାତ୍ରୀ ଫର୍ମ ଫିଲଅପ୍ କରିବେ ତାଙ୍କୁ ୨୦୦ ଟଙ୍କା ଫାଇନ ଦେବାକୁ ପଡ଼ିବ । ସେହିପରି ନଭେମ୍ବର ୧୧ରୁ ୧୮ ତାରିଖ ମଧ୍ୟରେ ଫର୍ମ ଫିଲଅପ୍ କଲେ ୬୦୦ ଟଙ୍କା ଫାଇନ ପଡ଼ିବ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)