Advertisment

ପ୍ରକାଶ ପାଇଲା ଯୁକ୍ତ ୨ କଳା ରେଜଲ୍ଟ

ଚଳିତ ବର୍ଷ ମାର୍ଚ୍ଚ ୧ରୁ ଏପ୍ରିଲ ୫ ତାରିଖ ଯାଏଁ ପରୀକ୍ଷା ଅନୁଷ୍ଠିତ ହୋଇଥିଲା।

ଅଦ୍ୟତନ ହୋଇଛି
undefined

plus two arts result

Advertisment

ପ୍ରକାଶ ପାଇଲା ଯୁକ୍ତ ଦୁଇ କଳା ବିଭାଗର ପରୀକ୍ଷା ଫଳ। ଅପରାହ୍ନ ୪ଟାରେ ରେଜଲ୍ଟ ପ୍ରକାଶ ପାଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କଳା ସହ ଧନ୍ଦାମୂଳକ ଶିକ୍ଷାର ଫଳ ମଧ୍ୟ ପ୍ରକାଶ ପାଇଛି।। www.orissaresults.nic.in ରେ ଛାତ୍ରଛାତ୍ରୀ ରେଜଲ୍ଟ ଜାଣିପାରିବେ। ମୋଟ ୧ ଲକ୍ଷ ୮୧ ହଜାର ୮୬୯ ଛାତ୍ରଛାତ୍ରୀ ପାସ୍ କରିଛନ୍ତି। +୨ କଳାରେ ପାସ୍ ହାର ୭୮.୮୮ % ରହିଛି।

Advertisment

ଚଳିତ ବର୍ଷ ମାର୍ଚ୍ଚ ୧ରୁ ଏପ୍ରିଲ ୫ ତାରିଖ ଯାଏଁ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଏବର୍ଷ ଯୁକ୍ତ ଦୁଇ କଳାରେ ପରୀକ୍ଷା ଦେଇଛନ୍ତି ୨ ଲକ୍ଷ ୧୯ ହଜାର ୧୧୦ ଜଣ ପରୀକ୍ଷାର୍ଥୀ। ସେହିପରି ଧନ୍ଦା ମୂଳକ ଶିକ୍ଷାରେ ପରୀକ୍ଷା ଦେଇଛନ୍ତି ୫ ହଜାର ଛାତ୍ରଛାତ୍ରୀ। ସିବିଏସ୍ଇ ରେଜଲ୍ଟ ପ୍ରକାଶ ପାଇବାର ୧୭ ଦିନ ପରେ ଅର୍ଥାତ ଗତ ୩୧ ତାରିଖରେ ଯୁକ୍ତ ଦୁଇ ବିଜ୍ଞାନ ଏବଂ ବାଣିଜ୍ୟ ରେଜଲ୍ଟ ପ୍ରକାଶ ପାଇଥିଲା। 

CHSE Odisha CHSE Plus II Arts CHSE Result
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ