Odisha Higher Education department withdraws its previous directive on streamlining self-financing
Advertisment
ସେଲ୍ଫ ଫାଇନାନ୍ସିଂ କୋର୍ସ ନେଇ ନିଷ୍ପତ୍ତି ବଦଳାଇଲେ ସରକାର । ନିଷ୍ପତ୍ତି ପରିବର୍ତ୍ତନ ନେଇ ଉଚ୍ଚଶିକ୍ଷା ବିଭାଗ ଅତିରିକ୍ତ ସଚିବଙ୍କ ଚିଠି । ପୂର୍ବଭଳି କଲେଜଗୁଡ଼ିକରେ ସେଲ୍ଫ ଫାଇନାନ୍ସିଂ କୋର୍ସ ଚାଲୁ ରହିବାକୁ ନିଷ୍ପତ୍ତି ହୋଇଛି । ସେଲ୍ଫ ଫାଇନାନ୍ସିଂ କୋର୍ସ କାଟଛାଣ୍ଟ କରିବାକୁ ପୂର୍ବରୁ ନିର୍ଦ୍ଦେଶ ଥିଲା । ମାତ୍ର ୨୦% ପିଲାଙ୍କୁ ସେଲ୍ଫ ଫାଇନାନ୍ସିଂରେ ନେବାକୁ ନିର୍ଦ୍ଦେଶ ଥିଲା । ହେଲେ ସରକାରଙ୍କ ଏହି ନିଷ୍ପତ୍ତିକୁ ବିଭିନ୍ନ ମହଲରୁ ବିରୋଧ କରାଯାଇଥିଲା ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us