All govt and private schools in #Odisha to remain closed from tomorrow
ଏଥର ସକାଳୁଆ ସ୍କୁଲ । ସକାଳ ୬ଟାରୁ ଆରମ୍ଭ ହେବ ସ୍କୁଲ । ୬ଟାରୁ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନିଆଯାଇଥିବା ବେଳେ ୯ଟାରେ ଛୁଟି ହେବ ବୋଲି ସ୍ଥିର କରାଯାଇଛି । ସରକାରଙ୍କ ପକ୍ଷରୁ ଏହି ନୂଆ ନିୟମ ଜାରି କରାଯାଇଛି । ଆସନ୍ତା ମେ’ ୨ ତାରିଖରୁ ଏହି ନିୟମ ଲାଗୁ କରାଯିବ । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ତେବେ ୩ୟରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ଏହି ନିୟମ ଲାଗୁ କରାଯାଇଛି ।ସେମାନେ ସକାଳ ୬ରୁ ସ୍କୁଲ ଆସିବେ । ଅନ୍ୟପଟେ ବୋର୍ଡ ଓ କାଉନସିଲ୍ ପକ୍ଷରୁ ଚାଲିଥିବା ପରୀକ୍ଷା ସୂଚୀ ଅପରିବର୍ତ୍ତିତ ରହିବ ବୋଲି କୁହାଯାଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1650892407.jpg)