Advertisment

ପ୍ରଫେସର ଗୀତାଞ୍ଜଳି ଦାଶ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ନୂଆ କୁଳପତି

ପ୍ରଫେସର ଗୀତାଞ୍ଜଳି ଦାଶ ୪ ବର୍ଷ ପାଇଁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର କୁଳପତି ଭାବେ କାର୍ଯ୍ୟ କରିବେ।

Geetanjali Dash new vice-chancellor of Berhampur University

Geetanjali Dash new vice-chancellor of Berhampur University

Advertisment

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ନୂଆ କୁଳପତି ଭାବେ ପ୍ରଫେସର ଗୀତାଞ୍ଜଳି ଦାଶ ନିଯୁକ୍ତ ହୋଇଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଏହି ନିଯୁକ୍ତି ପ୍ରଦାନ କରିଛନ୍ତି। 

Advertisment

ପ୍ରଫେସର ଗୀତାଞ୍ଜଳି ଦାଶ ୪ ବର୍ଷ ପାଇଁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର କୁଳପତି ଭାବେ କାର୍ଯ୍ୟ କରିବେ। ପ୍ରଫେସର ଗୀତାଞ୍ଜଳି ଦାଶ ହେଉଛନ୍ତି ଫକିର ମୋହନ ବିଶ୍ୱବିଦ୍ୟାଳୟ ରାଜନୀତି ବିଜ୍ଞାନ ବିଭାଗର ଅବସରପ୍ରାପ୍ତ ପ୍ରଫେସର। ଶିକ୍ଷାଦାନ କ୍ଷେତ୍ରରେ ତାଙ୍କର ୩୬ ବର୍ଷର ଅଭିଜ୍ଞତା ରହିଛି। ଏହାସହ ପ୍ରଫେସର ଭାବେ ସେ ୧୨ ବର୍ଷ କାର୍ଯ୍ୟ କରିଛନ୍ତି। 

Berhampur University Berhampur University New VC Geetanjali Dash
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ