ଅଦ୍ୟତନ ହୋଇଛି
Special story
Advertisment
ଆସନ୍ତାକାଲି ପ୍ରକାଶ ପାଇବ ଆଇସିଏସ୍ଇର ଦଶମ ଶ୍ରେଣୀ ପରୀକ୍ଷା ଫଳ । ଆସନ୍ତାକାଲି ଅପରାହ୍ନ ୫ଟାରେ ଏହି ପରୀକ୍ଷା ଫଳ ପ୍ରକାଶ ପାଇବ ଛାତ୍ରଛାତ୍ରୀମାନେ ରୋଲ ନମ୍ବର ଦେଇ ସ୍କୋରକାର୍ଡ ଯାଞ୍ଚ କରିବା ସହ ଡାଉନଲୋଡ୍ କରିପାରିବେ । କାଉନସିଲ୍ ଫର୍ ଦ ଇଣ୍ଡିଆନ୍ ସ୍କୁଲ ସାର୍ଟିଫିକେଟ୍ ଏକଜାମିନ୍-ସିଆଇଏସସିଇ ପକ୍ଷରୁ ସୂଚନା ଦିଆଯାଇଛି । ସିଆଇଏସସିଇର ୱେବସାଇଟରେ ଏହି ପରୀକ୍ଷା ଫଳ ଉପଲବ୍ଧ ହେବ । ଏପରିକି ମୋବାଇଲ୍ ଏସ୍ଏମ୍ଏସ୍ ମାଧ୍ୟମରେ ମଧ୍ୟ ଛାତ୍ରଛାତ୍ରୀ ନିଜ ନିଜର ପରୀକ୍ଷା ଫଳ ଜାଣିପାରିବେ ।
Advertisment
ଏହି ୱେବସାଇଟରେ ଉପଲବ୍ଧ ହେବ ଫଳାଫଳ
cisce.org
results.cisce.org
results.nic.in
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us