Advertisment

Sishu Batika :ଆଜି ହେବ ଖଡ଼ି ଛୁଆଁ; ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଆଜିଠୁ ରାଜ୍ୟରେ ଶୁଭାରମ୍ଭ ହେଉଛି ଶିଶୁ ବାଟିକା। ନୂଆକରି ପାଠପଢ଼ା ଆରମ୍ଭ କରୁଥିବା ପିଲାମାନଙ୍କ ପାଇଁ ବିଦ୍ୟାଳୟସ୍ତରରେ ଶିଶୁ ବାଟିକା ବ୍ୟବସ୍ଥାର ଶୁଭାରମ୍ଭ ହେଉଛି।ପିଲାଙ୍କୁ ବିଦ୍ୟାଳୟ ପ୍ରତି ଆକୃଷ୍ଟ କରିବାକୁ 'ପ୍ରବେଶ ଉତ୍ସବ' ଏବଂ 'ଖଡ଼ି ଛୁଆଁ' କାର୍ଯ୍ୟକ୍ରମ ମଧ୍ୟ ଆୟୋଜନ ହେଉଛି।

ଅଦ୍ୟତନ ହୋଇଛି
School

School

Advertisment

ଆଜିଠୁ ରାଜ୍ୟରେ ଶୁଭାରମ୍ଭ ହେଉଛି ଶିଶୁ ବାଟିକା। ନୂଆକରି ପାଠପଢ଼ା ଆରମ୍ଭ କରୁଥିବା ପିଲାମାନଙ୍କ ପାଇଁ ବିଦ୍ୟାଳୟସ୍ତରରେ ଶିଶୁ ବାଟିକା ବ୍ୟବସ୍ଥାର ଶୁଭାରମ୍ଭ କରାଯାଉଛି। ପିଲାଙ୍କୁ ବିଦ୍ୟାଳୟ ପ୍ରତି ଆକୃଷ୍ଟ କରିବାକୁ 'ପ୍ରବେଶ ଉତ୍ସବ' ଏବଂ 'ଖଡ଼ି ଛୁଆଁ' କାର୍ଯ୍ୟକ୍ରମ ମଧ୍ୟ ଆୟୋଜନ କରାଯାଉଛି। ଯାହାକି ସେମାନଙ୍କ ନାମଲେଖା ଓ ସ୍କୁଲରେ ପ୍ରଥମ ଦିନକୁ ସ୍ମରଣୀୟ କରିବ ।

Advertisment

ଅଧିକ ପଢ଼ନ୍ତୁ: ନୂଆ ଆର୍ଥିକ ବର୍ଷରେ ଲାଗୁହେବ ଏହିସବୁ ନୂଆ ନିୟମ

ଏହି କାର୍ଯ୍ୟକ୍ରମରେ ସମସ୍ତେ ସାମିଲ ହୋଇ ପିଲାମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଗଢ଼ିବାକୁ ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ମୁଖ୍ୟମନ୍ତ୍ରୀ କହିଛନ୍ତି, ପିଲାଙ୍କୁ ସର୍ବୋତ୍ତମ ଓ ଗୁଣାତ୍ମକ ଶିକ୍ଷାଦାନ ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ । ଶିଶୁ ବାଟିକାର ଭିତ୍ତି ଉପରେ ନୂଆପିଢିର ଭବିଷ୍ୟତ ଗଠନ କରି ପିଲାମାନଙ୍କୁ ସଶକ୍ତ, ଆଧୁନିକ ଏବଂ ଆତ୍ମନିର୍ଭରଶୀଳ ଭବିଷ୍ୟତ ପ୍ରଦାନ କରିବା ବୋଲି ସେ କହିଛନ୍ତି।

Advertisment

ଅଧିକ ପଢ଼ନ୍ତୁ: ଓଡ଼ିଆରେ ପଚାରିଲେ ଚୁପ୍; ତେଲୁଗୁରେ ପଚାରିଲେ ଉତ୍ତର ଦେଉଛନ୍ତି ଓଡ଼ିଆ ସ୍କୁଲ୍ ପିଲା

CMO Odisha CMO Mohan Charan Majhi
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ