Advertisment

Government Closes Schools Temporarily: ଗ୍ରୀଷ୍ମପ୍ରବାହ; ଆଜିଠୁ ରାଜ୍ୟର ସବୁ ସ୍କୁଲ, କଲେଜ ଓ ଅଙ୍ଗନୱାଡ଼ି କେନ୍ଦ୍ର ଛୁଟି

ସକାଳ ୭ରୁ ସାଢ଼େ ୮ ଚାଲୁଥିବା ଅଙ୍ଗନବାଡି କେନ୍ଦ୍ର ବି ବନ୍ଦ ରହିବ। ଅଙ୍ଗନବାଡ଼ି ପିଲାଙ୍କ ଖାଦ୍ୟ ସେମାନଙ୍କ ଘରେ ପହଞ୍ଚାଯିବାକୁ ନିଷ୍ପତ୍ତି ହୋଇଛି। ସେହିପରି ଏହି ନିର୍ଦ୍ଦେଶନାମା ଉଭୟ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ପାଇଁ ଲାଗୁ ହେବ।

scholl

scholl

Advertisment

ଆଜିଠୁ ସବୁ ସ୍କୁଲ, କଲେଜ ଛୁଟି। ରାଜ୍ୟରେ ଜାରି ରହିଥିବା ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ।

Advertisment

ତେବେ କୌଣସି ପରୀକ୍ଷା ପ୍ରଭାବିତ ହେବନି ଓ ପୂର୍ବସୂଚୀ ଅନୁସାରେ ଏକଜାମ୍ ଚାଲିବ। ଯେଉଁମାନେ ହଷ୍ଟେଲରେ ରହୁଛନ୍ତି ସେମାନେ ରହିପାରିବେ।

ଅଧିକ ପଢ଼ନ୍ତୁ: ଶନିବାର ସବୁ ସ୍କୁଲ, କଲେଜ ଛୁଟି; ଲୋକାର୍ପଣ ହେବ ସମଲେଇ ପ୍ରକଳ୍ପ

ସକାଳ ୭ରୁ ସାଢ଼େ ୮ ଚାଲୁଥିବା ଅଙ୍ଗନବାଡି କେନ୍ଦ୍ର ବି ବନ୍ଦ ରହିବ। ଅଙ୍ଗନବାଡ଼ି ପିଲାଙ୍କ ଖାଦ୍ୟ ସେମାନଙ୍କ ଘରେ ପହଞ୍ଚାଯିବାକୁ ନିଷ୍ପତ୍ତି ହୋଇଛି। ସେହିପରି ଏହି ନିର୍ଦ୍ଦେଶନାମା ଉଭୟ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ପାଇଁ ଲାଗୁ ହେବ।

Advertisment

କୌଣସି ବେସରକାରୀ ଶିକ୍ଷାନୁଷ୍ଠାନ ନିଷ୍ପତ୍ତି ନ ମାନିଲେ କାର୍ଯ୍ୟାନୁଷ୍ଠାନ ହେବ। ଆଗକୁ ଯଦି ତାପମାତ୍ରା ହ୍ରାସ ପାଏ, ତାହାଲେ ଖୋଲିବା ଆଦେଶ ଦିଆଯାଇ ପାରେ।

ଅଧିକ ପଢ଼ନ୍ତୁ: ଆତଙ୍କୀ ହାମ୍‌ଲାରେ ଓଡ଼ିଆ ଯୁବକଙ୍କ ମୃତ୍ୟୁ, ପରିବାର ସହ ବୁଲିବାକୁ ଯାଇଥିଲେ

Advertisment
Schools Heat Wave
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ