Advertisment

ଏପ୍ରିଲ ୨୯ରୁ ମାଟ୍ରିକ୍‌ ପରୀକ୍ଷା

ମାଟ୍ରିକ ପରୀକ୍ଷାକୁ ନେଇ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ଏପ୍ରିଲ ୨୯ରୁ ପରୀକ୍ଷା ଆରମ୍ଭ ହୋଇ ମେ’ ୬ ପର୍ଯ୍ୟନ୍ତ ଚାଲିବ।

ଅଦ୍ୟତନ ହୋଇଛି
Matric Exam

Matric Exam

Advertisment

ମାଟ୍ରିକ ପରୀକ୍ଷାକୁ ନେଇ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ଏପ୍ରିଲ ୨୯ରୁ ପରୀକ୍ଷା ଆରମ୍ଭ ହୋଇ ମେ’ ୬ ପର୍ଯ୍ୟନ୍ତ ଚାଲିବ। 

Advertisment

ସମ୍ମେଟିଭ୍ ଆସେସ୍‌ମେଣ୍ଟ୍‌ ପରୀକ୍ଷା-୨ କରାଯିବ ଓ ସବୁ ଛାତ୍ରଛାତ୍ରୀଙ୍କ ପାଇଁ ଏହା ବାଧ୍ୟତାମୂଳକ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି। ସେ କହିଛନ୍ତି ଯେ, ଯଥାସମ୍ଭବ ପରୀକ୍ଷା ଗୁଡ଼ିକ ନିଜ ସ୍କୁଲ୍‌ରେ କରାଯିବ। ପରୀକ୍ଷା ପରିଚାଳନା ପାଇଁ ଅନ୍ୟ ସ୍କୁୂଲ ଶିକ୍ଷକ ନିଯୁକ୍ତ ହେବେ। 

ନିଜ ସ୍କୁଲରେ ନହୋଇପାରିଲେ ନିକଟବର୍ତ୍ତୀ ସ୍କୁଲରେ ପରୀକ୍ଷା ହେବ। ୩ଟି ପଦ୍ଧତିରେ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ଫଳାଫଳ ନିର୍ଦ୍ଧାରଣ ହେବ ବୋଲି ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି।  

Advertisment
Matric Exam Matric Exam 2022
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ