Advertisment

ବ୍ରଜରାଜନଗର ଉପନିର୍ବାଚନ ପାଇଁ ଘୁଞ୍ଚିଲା +2 ପରୀକ୍ଷା

ଘୁଞ୍ଚିଲା ଦ୍ୱାଦଶ ପରୀକ୍ଷା । ବ୍ରଜରାଜନଗର ଉପନିର୍ବାଚନ ପାଇଁ ପରୀକ୍ଷା ଘୁଞ୍ଚିଥିବା ନେଇ ସୂଚନା...

ଅଦ୍ୟତନ ହୋଇଛି
plus 2

plus 2

Advertisment

ବ୍ରଜରାଜନଗର ଉପନିର୍ବାଚନ ପାଇଁ ଘୁଞ୍ଚିଲା ଦ୍ୱାଦଶ ପରୀକ୍ଷା । ଆସନ୍ତା ୩୧ ତାରିଖରେ ହେବାକୁ ଥିବା ପରୀକ୍ଷା ଜୁନ୍ ୪କୁ ଘୁଞ୍ଚିଲା । କଳା ବିଭାଗର ଗଣିତ ଓ ଗୃହବିଜ୍ଞାନ, ବିଜ୍ଞାନର ଗଣିତ ପରୀକ୍ଷା ଘୁଞ୍ଚିଥିବା ସୂଚନା ।

Advertisment

ସେପଟେ ବ୍ରଜରାଜନଗର ଭୋଟ ପାଇଁ ପ୍ରାର୍ଥୀ ତାଲିକା ଚୂଡାନ୍ତ ପରେ ନିର୍ବାଚନୀ ପ୍ରକ୍ରିୟା ଜାରି ରହିଛି । ଏଥିପାଇଁ ୨୭୯ ବୁଥ୍ କରାଯାଇଛି । ଭୋଟ୍ ଗ୍ରହଣ ପ୍ରସ୍ତୁତି ନେଇ ଏହି ସୂଚନା ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ । ୫୦ ପ୍ରତିଶତ ବୁଥରେ ୱେବ କାଷ୍ଟିଂ କରାଯିବ । ଆବଶ୍ୟକ ସ୍ଥାନରେ ଭିଡିଓଗ୍ରାଫି କରାଯିବ ବୋଲି କହିଛନ୍ତି ସିଇଓ । ୩ ଜଣ ପ୍ରାର୍ଥୀ ଓହରିବା ପରେ ଏବେ ୧୧ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛ

+2 Exam
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ