/odishatv-khabar/media/post_attachments/uploadimage/library/16_9/16_9_0/IMAGE_1727195123.jpg)
Half Yearly Exams
ଦଶମ ଷାଣ୍ମାସିକ ପରୀକ୍ଷା ପାଇଁ ପ୍ରଶ୍ନପତ୍ର ତିଆରି କରିବ ସ୍କୁଲ। ପ୍ରଶ୍ନପତ୍ର ପ୍ରସ୍ତୁତିକୁ ନେଇ ଲାଗିରହିଥିବା ଦ୍ବନ୍ଦ୍ବକୁ ଦୂର କରି ଏ ସଂପର୍କରେ ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି ବୋର୍ଡ କର୍ତ୍ତୃପକ୍ଷ। ଷାଣ୍ମାସିକ ପରୀକ୍ଷା କରିବାକୁ ସବୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖିବା ସହ ଗତବର୍ଷ ଭଳି ଏଥର ବି ବୋର୍ଡ ପ୍ରଶ୍ନପତ୍ର ଯୋଗାଇବ ନାହିଁ ବୋଲି ଉଲ୍ଲେଖ କରିଛନ୍ତି।
Advertisment
ସ୍କୁଲ କର୍ତ୍ତୃପକ୍ଷ ନିଜସ୍ବ ପ୍ରଶ୍ନପତ୍ର ନିଜେ ପ୍ରସ୍ତୁତ କରିପାରିବେ। ତା’ସହ ପରୀକ୍ଷା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ବି ଏହି ନିର୍ଦ୍ଦେଶନାମାରେ ଚିଠି ଲେଖିଛନ୍ତି ବୋର୍ଡ କର୍ତ୍ତୃପକ୍ଷ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)