/odishatv-khabar/media/post_attachments/uploadimage/library/16_9/16_9_0/____1685434111.jpg)
Odisha decides to increase Plus 2 seats after high matric pass percentage
ରାଜ୍ୟରେ ବଢ଼ିବ +୨ ସିଟ୍। ୨୦୨୩-୨୪ ଅର୍ଥାତ୍ ଚଳିତ ବର୍ଷରୁ +୨ ସିଟ୍ ବଢ଼ାଇବାକୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି। ଏବର୍ଷ ୯୬%ରୁ ଅଧିକ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷାରେ ପାସ୍ ହୋଇଛନ୍ତିା ଯାହା ପୂର୍ବ ବର୍ଷ ଅପେକ୍ଷା ଅଧିକ।
Advertisment
ତେଣୁ ଅଧିକ ସିଟ୍ର ଆବଶ୍ୟକତା ରହିଛି। ଏହାକୁ ଦୃଷ୍ଟିରେ ରଖି ବିଭାଗ ପକ୍ଷରୁ ସିଟ୍ ବଢ଼ାଇବା ପାଇଁ ନିଷ୍ପତ୍ତି ନିଆଯାଇଛି। ୧୦୬ ସରକାରୀ ଅପଗ୍ରେଡେଡ୍ ଉଚ୍ଚ ମାଧ୍ୟମିକ ସ୍କୁଲରେ ୧୩ ହଜାର ସିଟ୍ ରହିବ। ଆବଶ୍ୟକସ୍ଥଳେ ସିଟ୍ ବୃଦ୍ଧି କରାଯିବ।
ସବୁ ୧୧୪ ULB ରେ ଗୋଟିଏ ଲେଖାଏ ମଡେଲ୍ ସ୍କୁଲ୍ ଅଛି। ୨୦୨୩ ଶେଷ ସୁଦ୍ଧା ରାଜ୍ୟରେ ସବୁ ହାଇସ୍କୁଲ୍ରେ ଆଇଟି ଲ୍ୟାବ୍ ଉପଲ୍ଲବ୍ଧ ହେବ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)