/odishatv-khabar/media/post_attachments/uploadimage/library/16_9/16_9_0/OJEE_Exam_1654071330.jpg)
OJEE Exam
OJEE-୨୦୨୨ ପାଇଁ ପ୍ରକାଶ ପାଇଲା ପରୀକ୍ଷା ସୂଚୀ । ଜୁଲାଇ ୪ ତାରିଖରୁ ହେବ ପରୀକ୍ଷା ଆରମ୍ଭ । ୪ ରୁ ଆରମ୍ଭ ହେଇ ୮ ତାରିଖରେ ସରିବ ପରୀକ୍ଷା । ସକାଳ ୯ଟାରୁ ପ୍ରତିଦିନ ୩ଟି ସିଫ୍ଟରେ ପରୀକ୍ଷା ହେବ । ଜୁଲାଇ ୪ରେ ୩ଟି ଯାକ ସିଫ୍ଟରେ ଲାଟେରାଲ୍ ଏଣ୍ଟ୍ରି ଡିପ୍ଲୋମା ପରୀକ୍ଷା ହେବ ।
Advertisment
ଜୁଲାଇ ୫ର ୧ମ ଓ ୨ୟ ସିଫ୍ଟରେ MCA/M.Sc ପରୀକ୍ଷା ହେବ । ଜୁଲାଇ ୫ରେ ୩ୟ ସିଫ୍ଟରେ M.Tech, M.Arch, M.Pharm, B.CAT ପରୀକ୍ଷା କରାଯିବ । ୬ ତାରିଖରେ ପ୍ରଥମ ୨ଟି ସିଫ୍ଟରେ MBA, ୨ୟ ସିଫ୍ଟରେ ଇଣ୍ଟିଗ୍ରେଟେଡ୍ MBA ପରୀକ୍ଷା ହେବ । ୮ ତାରିଖରେ କେବଳ ୧ମ ଓ ୨ୟ ସିଫ୍ଟରେ B.pharm ପ୍ରବେଶିକା ପରୀକ୍ଷା ହେବ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)