Advertisment

ପ୍ରକାଶ ପାଇଲା +୨ ପ୍ରଥମ କଟ୍ ଅଫ୍ ମାର୍କ

ଏବର୍ଷ ପରୀକ୍ଷା ନଦେଇ ପିଲାମାନଙ୍କ ରେଜଲ୍‌ଟ ପ୍ରକାଶ ପାଇଥିଲା। ଜୁଲାଇ ୩୧ ତାରିଖରେ ପ୍ରକାଶ ପାଇଥିଲା ଯୁକ୍ତ ଦୁଇ ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷାଫଳ। ଚଳିତବର୍ଷ ବିଜ୍ଞାନରେ ବିଜ୍ଞାନରେ ୮୯ ହଜାର ୯୫୧ ପିଲା ପାସ୍ କରିଥିଲେ। ସେଥିରୁ  ୫୫୪୬୮ ପିଲା ପ୍ରଥମ ଶ୍ରେଣୀରେ ପାସ୍ କରିଥିବା ବେଳେ ଦ୍ୱିତୀୟ ଶ୍ରେଣୀରେ ୧୬୯୪୩ ଓ ତୃତୀୟ ଶ୍ରେଣୀରେ ୧୪୬୩୧ ଉତ୍ତୀର୍ଣ୍ଣ ହୋଇଥିଲେ।

Plus two Students

Plus two Students

Advertisment

ଭୁବନେଶ୍ୱର: ପ୍ରକାଶ ପାଇଲା +୨ ପ୍ରଥମ କଟ୍ ଅଫ୍ ମାର୍କ। ୪ ଲକ୍ଷ ୩୫ ହଜାର ୯୨ ଜଣ ଛାତ୍ରଛାତ୍ରୀ ଆବେଦନ କରିଥିଲେ। ସେମାନଙ୍କ ମଧ୍ୟରୁ ୩ ଲକ୍ଷ ୮୬ ହଜାର ୪୬୪ ଜଣ ପ୍ରଥମ କଟ୍ ଅଫ୍‌ରେ ମନୋନୀତ ହୋଇଛନ୍ତି। କଳାର ପ୍ରଥମ କଟ୍ ଅଫ୍‌ରେ ୨ ଲକ୍ଷ ୪୭ ହଜାର ୯୦୬ ମନୋନୀତ ହୋଇଛନ୍ତି। ପ୍ରଥମ କଟ୍ ଅଫ୍ ବାଣିଜ୍ୟରେ ୨୪ ହଜାର ୫୬୦ ମନୋନୀତ ହୋଇଛନ୍ତି।

Advertisment

ପ୍ରଥମ କଟ୍ ଅଫ୍ ବାଣିଜ୍ୟରେ ୨୪ ହଜାର ୫୬୦ ମନୋନୀତ ହୋଇଛନ୍ତି। ୧ମ ପର୍ଯ୍ୟାୟ ମେରିଟ ଲିଷ୍ଟରେ ରେଭେନ୍ସା ଜୁନିୟର କଲେଜ ଆଗରେ ରହିଛି। କଳା- ୭୯.୩୧%, ବାଣିଜ୍ୟ- ୮୨%, ବିଜ୍ଞାନ- ୯୧.୩୩% କଟ୍‌ ଅଫ୍ ରହିଛି। ସେହିପରି ବିଜେବିରେ କଳା- ୭୮%, ବିଜ୍ଞାନ- ୯୦.୬୭%, ବାଣିଜ୍ୟ- ୭୭.୫% କଟ୍‌ ଅଫ୍‌ ରହିଛି। 

ଏବର୍ଷ ପରୀକ୍ଷା ନଦେଇ ପିଲାମାନଙ୍କ ରେଜଲ୍‌ଟ ପ୍ରକାଶ ପାଇଥିଲା। ଜୁଲାଇ ୩୧ ତାରିଖରେ ପ୍ରକାଶ ପାଇଥିଲା ଯୁକ୍ତ ଦୁଇ ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷାଫଳ। ଚଳିତବର୍ଷ ବିଜ୍ଞାନରେ ବିଜ୍ଞାନରେ ୮୯ ହଜାର ୯୫୧ ପିଲା ପାସ୍ କରିଥିଲେ।

Advertisment

ସେଥିରୁ  ୫୫୪୬୮ ପିଲା ପ୍ରଥମ ଶ୍ରେଣୀରେ ପାସ୍ କରିଥିବା ବେଳେ ଦ୍ୱିତୀୟ ଶ୍ରେଣୀରେ ୧୬୯୪୩ ଓ ତୃତୀୟ ଶ୍ରେଣୀରେ ୧୪୬୩୧ ଉତ୍ତୀର୍ଣ୍ଣ ହୋଇଥିଲେ। ବିଜ୍ଞାନରେ ରେଗୁଲାର ପାସ୍ ହାର ଥିଲା ୯୯.୮୮% ରହିଛି। ସେହିପରି ବାଣିଜ୍ୟରେ ୯୪.୯୬ ପ୍ରତିଶତ ପାସ୍ କରିଛନ୍ତି। ବାଣିଜ୍ୟରେ ରେଗୁଲାର ପାସ୍ ହାର ଥିଲା ୯୯.୯୫%। 

Odisha CHSE Cut Off
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ