Advertisment

କାଲି ପ୍ରକାଶ ପାଇବ +୨ ରେଜଲ୍ଟ

ଆସନ୍ତାକାଲି ପ୍ରକାଶ ପାଇବ +୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ।

ଅଦ୍ୟତନ ହୋଇଛି
Odisha Plus 2 Results

Odisha Plus 2 Results

Advertisment

ଆସନ୍ତାକାଲି ପ୍ରକାଶ ପାଇବ +୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ । ପୂର୍ବାହ୍ନ ୧୧ଟାରେ ରେଜଲ୍ଟ ପ୍ରକାଶ ପାଇବ ବୋଲି ସୂଚନା ଦିଆଯାଇଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(CHSE) ପରୀକ୍ଷା ନିୟନ୍ତ୍ରକଙ୍କ ଏହି ସୂଚନା ଦେଇଛନ୍ତି । 

Advertisment

ସୂଚନାଥାଉ କି, ମାର୍ଚ୍ଚ ୧ରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇ ଏପ୍ରିଲ ୫ରେ ଶେଷ ହୋଇଥିଲା। ମୋଟ୍‌ ୧୧୪୫ ପରୀକ୍ଷା କେନ୍ଦ୍ରରେ ସାଢେ଼ ୩ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଏଥରୁ କଳାରେ ୨ଲକ୍ଷ ୧୯ହଜାର ୧୧୦, ବିଜ୍ଞାନରେ ୯୧,୩୭୯, ବାଣିଜ୍ୟରେ ୨୩,୧୪୮ଜଣ ଓ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ।

CHSE Plus 2 Results Odisha Plus 2 Results
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ