ଅଦ୍ୟତନ ହୋଇଛି
Odisha schools to have morning classes from April 2
Advertisment
ଏପ୍ରିଲ ୨ରୁ ରାଜ୍ୟରେ ସକାଳୁଆ ସ୍କୁଲ୍ । ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୂଚନା । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସରକାରଙ୍କ ନିଷ୍ପତ୍ତି । ଦିନ ୧୧ରୁ ଅପରାହ୍ନ ୩ଟା ଶ୍ରମିକଙ୍କୁ କାମ କରାଇବା ମନା। ସକାଳ ୭ରୁ ୯ଟା ପର୍ଯ୍ୟନ୍ତ ଚାଲିବ ଅଙ୍ଗନବାଡ଼ି କେନ୍ଦ୍ର । ଅଘୋଷିତ ବିଜୁଳି କାଟ ହେବନି କହିଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1742380970.jpg)