Advertisment

ମେ’ ୬ରୁ ୧୦ ପର୍ଯ୍ୟନ୍ତ ଓଜେଇଇ, ରାଜ୍ୟରେ ୩୦ ଓ ବାହାରେ ୩ଟି କେନ୍ଦ୍ରରେ ପରୀକ୍ଷା

ଓଜେଇଇ ପରୀକ୍ଷା ପାଇଁ ତାରିଖ ଘୋଷଣା । ଓଜେଇଇ ପାଇଁ ଆଜିଠାରୁ ମାର୍ଚ୍ଚ ୧୫ ଯାଏଁ ରେଜିଷ୍ଟ୍ରେସନ ।

ଅଦ୍ୟତନ ହୋଇଛି
OJEE 2024 Exam Date Released

OJEE

Advertisment

ମେ’ ୬ରୁ ଓଜେଇଇ । ଓଜେଇଇ ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି । ମେ’ ୬ରୁ ୧୦ ପର୍ଯ୍ୟନ୍ତ ହେବ ଓଜେଇଇ ଏଣ୍ଟ୍ରାସ୍। ରାଜ୍ୟ ଭିତରେ ୩୦ ଓ ରାଜ୍ୟ ବାହାରେ ୩ଟି କେନ୍ଦ୍ରରେ ପରୀକ୍ଷା ଅନୁଷ୍ଠିତ ହେବ । ଓଜେଇଇ ପାଇଁ ଆଜିଠାରୁ ମାର୍ଚ୍ଚ ୧୫ ଯାଏଁ ରେଜିଷ୍ଟ୍ରେସନ ।

Advertisment

 

OJEE
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ