ଆସନ୍ତାକାଲି ପ୍ରକାଶ ପାଇବ OJEE ରେଜଲ୍ଟ

ପୂର୍ବାହ୍ନ ୧୧ଟାରେ OJEE ରେଜଲ୍ଟ ପ୍ରକାଶ ପାଇବା ନେଇ ସୂଚନା ଦିଆଯାଇଛି । OJEE ୱେବସାଇଟ ଜରିଆରେ ରେଜଲ୍ଟ ଦେଖିହେବ ।

OJEE results

ଆସନ୍ତାକାଲି ପ୍ରକାଶ ପାଇବ OJEE ରେଜଲ୍ଟ । ପୂର୍ବାହ୍ନ ୧୧ଟାରେ OJEE ରେଜଲ୍ଟ ପ୍ରକାଶ ପାଇବା ନେଇ ସୂଚନା ଦିଆଯାଇଛି । OJEE ୱେବସାଇଟ ଜରିଆରେ ରେଜଲ୍ଟ ଦେଖିହେବ । ମେ’ ୮ରୁ ମେ’ ୧୫ ପର୍ଯ୍ୟନ୍ତ ହୋଇଥିଲା ପରୀକ୍ଷା ହୋଇଥିଲା ।