Plus 3 Cutt Off
ଯୁକ୍ତ ୩ରେ ନାମ ଲେଖା ପାଇଁ ପ୍ରଥମ ପର୍ଯ୍ୟାୟ କଟ ଅଫ ମାର୍କ ପ୍ରକାଶ ପାଇଛି । ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ତାଲିକା ପ୍ରକାଶ ପାଇଥିବା ବେଳେ ଇନଟିଗ୍ରେଟେଡ଼ ବିଏଡ଼ ଥିବା କଲେଜରେ କଟଅଫ ଆଗରେ ରହିଛି । କଳା ଓ ବିଜ୍ଞାନରେ ବିଜେବି ଓ ରେଭେନ୍ସାକୁ ଅନ୍ୟ କଲେଜ ଟପିଥିବାବେଳେ ବିଜ୍ଞାନରେ ପୁରୀ SCS କଲେଜର କଟ ଅଫ ଆଗରେ ରହିଛି । କଳାରେ
ବାଲେଶ୍ୱରର ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟ ଓ ଏମପିସି ସ୍ୱୟଂଶାସିତ ମହାବିଦ୍ୟାଳୟ ଆଗରେ ରହିଛନ୍ତି ।
Advertisment
+୩ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ କଟ୍ ଅଫ୍ ମାର୍କ ପ୍ରକାଶ ପାଇଛି । ପୁରୀ ଏସସିଏସରେ ରସାୟନ ବିଜ୍ଞାନ(୯୪.୫୦ ପ୍ରତିଶତ), ଗଣିତ(୯୪ ପ୍ରତିଶତ), ଉଦ୍ଭିଦ ବିଜ୍ଞାନ(୯୫.୬୦ ପ୍ରତିଶତ), ଏମପିସି ବାରିପଦାରେ ଜୀବ ବିଜ୍ଞାନ(୯୪.୮୩ ପ୍ରତିଶତ) ରହିଛି । ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟ ଓ ଏମପିସି ସ୍ୱୟଂଶାସିତ ମହାବିଦ୍ୟାଳୟରେ ରାଜନୀତି ବିଜ୍ଞାନ(୯୧.୮୩ ପ୍ରତିଶତ) ରହିଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)