/odishatv-khabar/media/post_attachments/uploadimage/library/16_9/16_9_0/IMAGE_1697214977.jpg)
School Closed
ମହାଳୟା ପାଇଁ ଆସନ୍ତାକାଲି ରାଜ୍ୟର ସବୁ ସ୍କୁଲ ଛୁଟି ରହିବ । ଏନେଇ ଘୋଷଣା କଲେ ରାଜ୍ୟ ଗଣଶିକ୍ଷା ବିଭାଗ । ଦଶହରା ଛୁଟି ନେଇ ମଧ୍ୟ ଗଣଶିକ୍ଷା ବିଭାଗର ନୋଟିସ୍ ପ୍ରକାଶ ପାଇଛି । ଚଳିତବର୍ଷ ଦଶହରା ଛୁଟି ୨ଟି ରବିବାରକୁ ମିଶାଇ ୮ ଦିନ ହେବ । ଆସନ୍ତା ୨୦ରୁ ୨୯ ପର୍ଯ୍ୟନ୍ତ ହେବ ଦଶହରା ଛୁଟି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)