/odishatv-khabar/media/post_attachments/uploadimage/library/16_9/16_9_0/IMAGE_1689481189.jpg)
Rama Devi Women's Junior College
ରମାଦେବୀ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରୁ ଉଠିଯିବ ରମାଦେବୀ ଜୁନିୟର କଲେଜ । ଉଠିଯିବା ପରେ ଭୁବନେଶ୍ୱର ୟୁନିଟ ୯ ବାଳିକା ସ୍କୁଲରେ ଚାଲିବ । ପ୍ରଥମ ପର୍ଯ୍ୟାୟରେ କଳା ଓ ବାଣିଜ୍ୟ ବିଭାଗର ପାଠ ପଢା । Lab ନଥିବାରୁ ବିଜ୍ଞାନ ବିଭାଗ ଛାତ୍ରୀ ରମାଦେବୀ ୟୁନିଭରସିଟିରେ ପଢ଼ିବେ ।
Advertisment
ଏନେଇ ଗଣଶିକ୍ଷା ବିଭାଗ ସ୍ୱତନ୍ତ୍ର ସଚିବଙ୍କୁ ଚିଠି ଲେଖି ଅବଗତ କରିଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦଶାଳୟର ନିର୍ଦ୍ଦେଶକ। ସେହିପରି ୟୁନିଟ୍ ୯ ବାଳିକା ବିଦ୍ୟାଳୟକୁ ୟୁନିଟ୍ ୯ ବାଳକ ବିଦ୍ୟାଳୟରେ ମିଶ୍ରଣ କରିବାକୁ ମଧ୍ୟ ନିଷ୍ପତ୍ତି ହୋଇଛି । ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ପକ୍ଷରୁ ଏହି ସୁପାରିଶ କରାଯାଇଛି ।
ରମାଦେବୀ ବିଶ୍ୱବିଦ୍ୟାଳୟ କୁଳପତି ଶୀଘ୍ର ଜୁନିଅର କଲେଜକୁ ଅଲଗା କରିବାକୁ କହୁଥିଲେ । ତେଣୁ ଏହି ନିଷ୍ପତ୍ତି ନିଆଯାଇଛି । ...
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)