/odishatv-khabar/media/post_attachments/uploadimage/library/16_9/16_9_0/s_1700907386.jpg)
Ravenshaw University in Odisha gets A++ grade from NAAC
ରାଜ୍ୟର ପ୍ରଥମ ଶିକ୍ଷାନୁଷ୍ଠାନ ଭାବେ କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟକୁ A++ ମାନ୍ୟତା ମିଳିଛି । NAAC(National Assessment and Accreditation Council) ରାଙ୍କ୍ରେ ରେଭେନ୍ସା ବିଶ୍ୱବିଦ୍ୟାଳୟକୁ ଏହି ମାନ୍ୟତା ମିଳିଛି ।
Advertisment
ସୂଚନାଥାଉ କି, କିଛି ଦିନ ପୂର୍ବେ ବିଶ୍ୱବିଦ୍ୟାଳୟ ପରିଦର୍ଶନ କରିଥିଲା ନାକ୍ । ନାକ୍ର ଏକ କମିଟି ଗତ ୨୦ ତାରିଖରୁ ୨୨ ତାରିଖ ପର୍ଯ୍ୟନ୍ତ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଅନୁଧ୍ୟାନ କରିଥିଲେ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)