Advertisment

ରେଭେନ୍ସା ବିଶ୍ୱବିଦ୍ୟାଳୟକୁ ମିଳିଲା A++ ମାନ୍ୟତା

NAAC ରାଙ୍କ୍‌ରେ ରେଭେନ୍ସା ବିଶ୍ୱବିଦ୍ୟାଳୟକୁ A++ ମାନ୍ୟତା ମିଳିଛି । କିଛି ଦିନ ପୂର୍ବେ ବିଶ୍ୱବିଦ୍ୟାଳୟ ପରିଦର୍ଶନ କରିଥିଲା ନାକ୍ ।

ଅଦ୍ୟତନ ହୋଇଛି
Ravenshaw University in Odisha gets A++ grade from NAAC

Ravenshaw University in Odisha gets A++ grade from NAAC

Advertisment

ରାଜ୍ୟର ପ୍ରଥମ ଶିକ୍ଷାନୁଷ୍ଠାନ ଭାବେ କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟକୁ A++ ମାନ୍ୟତା ମିଳିଛି । NAAC(National Assessment and Accreditation Council) ରାଙ୍କ୍‌ରେ ରେଭେନ୍ସା ବିଶ୍ୱବିଦ୍ୟାଳୟକୁ ଏହି ମାନ୍ୟତା ମିଳିଛି । 

Advertisment

ସୂଚନାଥାଉ କି, କିଛି ଦିନ ପୂର୍ବେ ବିଶ୍ୱବିଦ୍ୟାଳୟ ପରିଦର୍ଶନ କରିଥିଲା ନାକ୍ । ନାକ୍‌ର ଏକ କମିଟି ଗତ ୨୦ ତାରିଖରୁ ୨୨ ତାରିଖ ପର୍ଯ୍ୟନ୍ତ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଅନୁଧ୍ୟାନ କରିଥିଲେ । 

Ravenshaw University
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ