/odishatv-khabar/media/post_attachments/uploadimage/library/16_9/16_9_0/IMAGE_1662171241.jpg)
Special OJEE
ଆଜିଠାରୁ ଆରମ୍ଭ ହେବ ସ୍ପେଶାଲ ଓଜେଇଇ । ଚଳିତବର୍ଷ ୨୮ ହଜାର ୬୦୦ ଛାତ୍ରଛାତ୍ରୀ ଆବେଦନ କରିଛନ୍ତି । ଏଥିପାଇଁ ୨୮ଟି ସହରରେ ୩୮ଟି ପରୀକ୍ଷା କେନ୍ଦ୍ର କରାଯାଇଛି । ରାଜ୍ୟ ବାହାରେ କୋଲକତା, ରାଞ୍ଚି ଓ ପାଟନାରେ ମଧ୍ୟ ପରୀକ୍ଷା କେନ୍ଦ୍ର କରାଯାଇଛି । ବିଟେକ୍, ବିଫାର୍ମା, ଏମବିଏ, ବିଟେକ୍ ଲାଟେରାଲ ଏଣ୍ଟ୍ରି, ଏମସିଏ, ଏମ୍ଟେକ୍, ଏମ୍ଫାର୍ମା ପାଠ୍ୟକ୍ରମରେ ନାମଲେଖା ପାଇଁ ପରୀକ୍ଷା ହେବ । ଆଜି ଓ ଆସନ୍ତାକାଲି ସହ ୭ ତାରିଖରେ ହେବ ସ୍ପେଶାଲ ଓଜେଇଇ । କମ୍ପୁଟର ବେସଡ୍ ଟେଷ୍ଟ ମାଧ୍ୟମରେ ଦୈନିକ ୪ଟି ସିଫ୍ଟରେ ପରୀକ୍ଷା ହେବ ବୋଲି ଓଜେଇଇ ଅଧ୍ୟକ୍ଷ ସୁଦୀପ କୁମାର ଚାନ୍ଦ ସୂଚନା ଦେଇଛନ୍ତି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)