Advertisment

ଶିକ୍ଷକଙ୍କୁ ସରକାରଙ୍କ ନାଲି ଆଖି ! ଆନ୍ଦୋଳନ ବନ୍ଦ କରି କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ...

ଆନ୍ଦୋଳନରତ ଶିକ୍ଷକ, ଶିକ୍ଷୟିତ୍ରୀଙ୍କୁ ରାଜ୍ୟ ସରକାରଙ୍କ ନାଲି ଆଖି ! ଆନ୍ଦୋଳନ ବନ୍ଦ କରି କାର୍ଯ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ ଦିଆଯାଇଛି।

Strike by Odisha primary school teachers

Strike by Odisha primary school teachers

Advertisment

ଆନ୍ଦୋଳନରତ ଶିକ୍ଷକ, ଶିକ୍ଷୟିତ୍ରୀଙ୍କୁ ରାଜ୍ୟ ସରକାରଙ୍କ ନାଲି ଆଖି ! ଆନ୍ଦୋଳନ ବନ୍ଦ କରି କାର୍ଯ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଆନ୍ଦୋଳନକାରୀଙ୍କୁ ବୁଝାଇବା ପାଇଁ ସବୁ ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖି ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ନିର୍ଦ୍ଦେଶ ଦେଇଛନ୍ତି।

Advertisment

ବର୍ଷକୁ ୨୨୦ ଦିନ କାର୍ଯ୍ୟ ଦିବସ ପୂରଣ ନହେଲେ ପରବର୍ତ୍ତୀ ସମୟରେ ସମୂହ ଛୁଟିରେ ଥିବା ଶିକ୍ଷକମାନେ ଭରଣା କରିବେ ବୋଲି ଚିଠିରେ ଦର୍ଶାଯାଇଛି। ପ୍ରାଥମିକ ନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ଗଠିତ ସବ୍ କମିଟି ଶିକ୍ଷକଙ୍କ ଦାବି ସମ୍ପର୍କରେ ଆଲୋଚନା ଜାରି ରଖିଛି।

Advertisment

ଏନେଇ ଶିକ୍ଷକଙ୍କୁ ଅବଗତ କରିବାକୁ ଡିଇଓ ଏବଂ ବିଇଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

Teachers Protest
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ