/odishatv-khabar/media/post_attachments/uploadimage/library/16_9/16_9_0/IMAGE_1678801417.jpg)
Odisha Matric Exams
ମାଟ୍ରିକ ଡ୍ରପଆଉଟ୍ ପିଲା ଦେବେ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା । ବିଧାନସଭାରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ଏନେଇ ସୂଚନା ଦେଇଛନ୍ତି । ସେ କହିଛନ୍ତି, ଏବର୍ଷ ୧୩ ହଜାର ୫୮ ଜଣ ପିଲା ମାଟ୍ରିକ ପରୀକ୍ଷା ଦେଉନାହାନ୍ତି । ଫର୍ମ ଫିଲପ କରିବା ପରେ ସେମାନେ ପରୀକ୍ଷା ଦେବାକୁ ଆସୁନାହାନ୍ତି। ପରୀକ୍ଷା ଦେଉନଥିବା ପିଲାଙ୍କୁ ଚିହ୍ନଟ କରାଯିବ ଏବଂ ସେମାନଙ୍କ ଅଭିଭାବକଙ୍କ ସହ ଆଲୋଚନା ହେବ ବୋଲି ମନ୍ତ୍ରୀ କହିଛନ୍ତି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)