Advertisment

ମାଟ୍ରିକ ଡ୍ରପଆଉଟ୍‌ ପିଲା ଦେବେ ସପ୍ଲିମେଣ୍ଟାରୀ ପରୀକ୍ଷା

ମାଟ୍ରିକ ଡ୍ରପଆଉଟ ପିଲା ଦେବେ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା । ବିଧାନସଭାରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶଙ୍କ ସୂଚନା ଦେଇଛନ୍ତି ।

Odisha Matric Exams

Odisha Matric Exams

Advertisment

ମାଟ୍ରିକ ଡ୍ରପଆଉଟ୍‌ ପିଲା ଦେବେ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା । ବିଧାନସଭାରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ଏନେଇ ସୂଚନା ଦେଇଛନ୍ତି । ସେ କହିଛନ୍ତି, ଏବର୍ଷ ୧୩ ହଜାର ୫୮ ଜଣ ପିଲା ମାଟ୍ରିକ ପରୀକ୍ଷା ଦେଉନାହାନ୍ତି । ଫର୍ମ ଫିଲପ କରିବା ପରେ ସେମାନେ ପରୀକ୍ଷା ଦେବାକୁ ଆସୁନାହାନ୍ତି। ପରୀକ୍ଷା ଦେଉନଥିବା ପିଲାଙ୍କୁ ଚିହ୍ନଟ କରାଯିବ ଏବଂ ସେମାନଙ୍କ ଅଭିଭାବକଙ୍କ ସହ ଆଲୋଚନା ହେବ ବୋଲି ମନ୍ତ୍ରୀ କହିଛନ୍ତି।

Advertisment
Supplementary Examination Odisha Matric Exams
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ