Advertisment

Matric Exam: ଆଜି ସରିବ ମାଟ୍ରିକ ପରୀକ୍ଷା

ରାଜ୍ୟରେ ୩ ହଜାର ୧୩୩ଟି କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି ୫ ଲକ୍ଷ ୨୨ ହଜାର ୩୩୬ ଛାତ୍ରଛାତ୍ରୀ। ପେପର୍ ଲିକ ରୋକିବାକୁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ପ୍ରଶ୍ନପତ୍ର ଭାଇରାଲ୍ ରୋକିବାକୁ QR କୋଡ୍ ସହ ସ୍ପେଶାଲ୍ ନମ୍ବର ରହିଛି।

ଅଦ୍ୟତନ ହୋଇଛି
Matric Exam

Matric Exam

Advertisment

ଆଜି ସରିବ ମାଟ୍ରିକ ପରୀକ୍ଷା। ତୃତୀୟ ଭାଷା ହିନ୍ଦି ଓ ସଂସ୍କୃତ ବିଷୟରେ ପରୀକ୍ଷା ଦେବେ ପରୀକ୍ଷାର୍ଥୀ। ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇ ସାଢ଼େ ୧୧ଟା ଯାଏଁ ଚାଲିବ।

Advertisment

ରାଜ୍ୟରେ ୩ ହଜାର ୧୩୩ଟି କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି ୫ ଲକ୍ଷ ୨୨ ହଜାର ୩୩୬ ଛାତ୍ରଛାତ୍ରୀ। ପେପର୍ ଲିକ ରୋକିବାକୁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ପ୍ରଶ୍ନପତ୍ର ଭାଇରାଲ୍ ରୋକିବାକୁ QR କୋଡ୍ ସହ ସ୍ପେଶାଲ୍ ନମ୍ବର ରହିଛି।

ଅଧିକ ପଢ଼ନ୍ତୁ : ଅଧା ରହିଲା ମାଟ୍ରିକ ପରୀକ୍ଷା, କଲମ ଧରିବା ପୂର୍ବରୁ ଟଳିପଡିଲେ ଛାତ୍ର

Advertisment

ସୂଚନାଯୋଗ୍ୟ, ଫେବ୍ରୁଆରୀ ୨୧ ତାରିଖରେ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିଲା। ରାଜ୍ୟରେ ହୋଇଥିବା ୩ହଜାର ୧୩୩ଟି ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୨୨ ହଜାର ୩୩୬ ପରୀକ୍ଷାର୍ଥୀ ଦେଉଛନ୍ତି। କପି ରୋକିବା ପାଇଁ ଚାରିସ୍ତରୀୟ ସ୍କ୍ବାଡ୍ ବ୍ୟବସ୍ଥା କରାଯାଇଛି । ସବୁ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲାଗିଛି । ୬ଶହ କେନ୍ଦ୍ରରେ ଲାଇଭ ଭିଡିଓ ବ୍ୟବସ୍ଥା ହୋଇଛି । ପ୍ରଶ୍ନପତ୍ର ଭାଇରାଲ୍ ରୋକିବା ପାଇଁ କ୍ୟୁଆର୍‌ କୋର୍ଡ ବ୍ୟବସ୍ଥା କରାଯାଇଛି । 

ଅଧିକ ପଢ଼ନ୍ତୁ: ମାଟ୍ରିକ୍‌ ପ୍ରଶ୍ନପତ୍ରରେ ତ୍ରୁଟି: କମ୍ ରହିଛି ୪ ମାର୍କର ପ୍ରଶ୍ନ

Student Matric Exam
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ