/odishatv-khabar/media/post_attachments/uploadimage/library/16_9/16_9_0/IMAGE_1659605034.jpg)
Actress Varsha Priyadarshini gets interim relief from Orissa HC
ବର୍ଷା ପ୍ରିୟଦର୍ଶିନୀଙ୍କୁ ହାଇକୋର୍ଟରୁ ମିଳିଲା ଅନ୍ତରୀଣ ସୁରକ୍ଷା । ବର୍ଷା ସମେତ ତାଙ୍କ ମାଆ ଓ ଝିଆରୀଙ୍କୁ ମଧ୍ୟ ଅନ୍ତରୀଣ ସୁରକ୍ଷା ପ୍ରଦାନ କରାଯାଇଛି। ତେବେ ସ୍ୱାମୀ ଅନୁଭବଙ୍କ କର୍ମଚାରୀଙ୍କ ପ୍ରତି ହୋଇଥିବା ଜାତିଆଣ ଆକ୍ଷେପ ମାମଲାର ଶୁଣାଣି କରି ହାଇକୋର୍ଟଙ୍କ ପକ୍ଷରୁ ସୁରକ୍ଷା ପ୍ରଦାନ କରାଯାଇଛି । ତେବେ ଏହି ମାମଲାରେ ଅଗଷ୍ଟ ମାସ ୮ ତାରିଖରେ ପବର୍ତ୍ତୀ ଶୁଣାଣି ହେବ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)