/odishatv-khabar/media/post_attachments/uploadimage/library/16_9/16_9_0/Varsha_1697526899.jpg)
Varsha
ବର୍ଷା-ଅନୁଭବ ବିବାହ ବିଚ୍ଛେଦ ମାମଲାରେ ହାଇକୋର୍ଟଙ୍କ ନୋଟିସ୍ । ସ୍ୱାମୀ ଅନୁଭବଙ୍କ ଆବେଦନ ଅନୁସାରେ ପତ୍ନୀ ବର୍ଷାଙ୍କୁ ନୋଟିସ୍ ହୋଇଛି । ପରିବାର ଅଦାଲତକୁ ରେକର୍ଡ ଦାଖଲ ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।
Advertisment
ପୂର୍ବରୁ ପରିବାର ଅଦାଲତ ବିବାହ ବିଚ୍ଛେଦ ଆବେଦନ ଖାରଜ କରିଥିଲେ । ରାୟ ବିରୋଧରେ ଅନୁଭବ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ଆସନ୍ତା ୯ ତାରିଖରେ ପରବର୍ତ୍ତୀ ଶୁଣାଣି ନେଇ ଦିନ ଧାର୍ଯ୍ୟ ହୋଇଛି । ଏହା ସହିତ ମାମଲାର ରେକର୍ଡ ଦାଖଲ ପାଇଁ ପରିବାର ଅଦାଲତଙ୍କୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)