Advertisment

ବର୍ଷା-ଅନୁଭବ ବିବାହ ବିଚ୍ଛେଦ ମାମଲା; ବର୍ଷାଙ୍କୁ ହାଇକୋର୍ଟଙ୍କ ନୋଟିସ୍‌

ସ୍ୱାମୀ ଅନୁଭବଙ୍କ ଆବେଦନ ଅନୁସାରେ ପତ୍ନୀ ବର୍ଷାଙ୍କୁ ନୋଟିସ୍‌ ହୋଇଛି ।

ଅଦ୍ୟତନ ହୋଇଛି
Varsha

Varsha

Advertisment

ବର୍ଷା-ଅନୁଭବ ବିବାହ ବିଚ୍ଛେଦ ମାମଲାରେ ହାଇକୋର୍ଟଙ୍କ ନୋଟିସ୍‌ । ସ୍ୱାମୀ ଅନୁଭବଙ୍କ ଆବେଦନ ଅନୁସାରେ ପତ୍ନୀ ବର୍ଷାଙ୍କୁ ନୋଟିସ୍‌ ହୋଇଛି । ପରିବାର ଅଦାଲତକୁ ରେକର୍ଡ ଦାଖଲ ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । 

Advertisment

ପୂର୍ବରୁ ପରିବାର ଅଦାଲତ ବିବାହ ବିଚ୍ଛେଦ ଆବେଦନ ଖାରଜ କରିଥିଲେ । ରାୟ ବିରୋଧରେ ଅନୁଭବ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ଆସନ୍ତା ୯ ତାରିଖରେ ପରବର୍ତ୍ତୀ ଶୁଣାଣି ନେଇ ଦିନ ଧାର୍ଯ୍ୟ ହୋଇଛି । ଏହା ସହିତ ମାମଲାର ରେକର୍ଡ ଦାଖଲ ପାଇଁ ପରିବାର ଅଦାଲତଙ୍କୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।

Anubhav- Varsha Marital Discord Orissa High Court
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ