Advertisment

ପରଲୋକରେ ଓଡ଼ିଆ ଅଭିନେତ୍ରୀ ରାଜେଶ୍ୱରୀ ରାୟ

ଓଡ଼ିଆ ଟେଲି ଅଭିନେତ୍ରୀ ରାଜେଶ୍ୱରୀ ରାୟ ମହାପାତ୍ରଙ୍କ ପରଲୋକ ହୋଇଛି। ଏକାଧିକ ଓଡ଼ିଆ ଧାରାବାହିକରେ ଅଭିନୟ କରି ସେ ପ୍ରଶଂସା ସାଉଁଟିଥିଲେ।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Odia Tele Actress Rajeswari Ray Mohapatra No More

Odia Tele Actress Rajeswari Ray Mohapatra No More

ଓଡ଼ିଆ ଟେଲି ଅଭିନେତ୍ରୀ ରାଜେଶ୍ୱରୀ ରାୟ ମହାପାତ୍ରଙ୍କ ପରଲୋକ ହୋଇଛି। ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍‌ରେ ତାଙ୍କର ଦେହାନ୍ତ ହୋଇଛି। 

Advertisment

କ୍ୟାନ୍ସରେ ପୀଡିତ ହୋଇ ଏକ ଘରୋଇ ହସ୍ପିଟାଲ୍‌ରେ ରାଜେଶ୍ୱରୀ ଚିକିତ୍ସିତ ହେଉଥିଲେ। ଏକାଧିକ ଓଡ଼ିଆ ଧାରାବାହିକରେ ଅଭିନୟ କରି ସେ ପ୍ରଶଂସା ସାଉଁଟିଥିଲେ। ଧାରାବାହିକ ‘ଉଆଁସି କନ୍ୟା’ରେ ଅଳକା ଚରିତ୍ରରେ ରାଜେଶ୍ୱରୀ ଅଭିନୟ କରିଥିଲେ।

Advertisment


— ଓଟିଭି (@otvkhabar) July 21, 2022

Odia Actress Actress Rajeswari Ray Mohapatra Death
Advertisment
Advertisment