/odishatv-khabar/media/post_attachments/uploadimage/library/16_9/16_9_0/Biraj_Das_1653497124.jpeg)
Biraj Das
ବରିଷ୍ଠ ଅଭିନେତା ବିରାଜ ଦାସଙ୍କ ପରଲୋକ । ୬୩ ବର୍ଷ ବୟସରେ ଶେଷ ନିଃଶ୍ୱାସ ତ୍ୟାଗ କଲେ ବିରାଜ ଦାସ । ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ । ଦୀର୍ଘ ଦିନ କର୍କଟରେ ଆକ୍ରାନ୍ତ ହୋଇ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ । ବିରାଜଙ୍କ ପରଲୋକ ନେଇ ସାନ ପୁଅ ଅର୍ଣ୍ଣବ ଦାସଙ୍କ ସୂଚନା । ଅନେକ ଟିଭି ସିରିୟଲ ଓ ଚଳଚ୍ଚିତ୍ରରେ ନିଖୁଣ ଅଭିନୟ କରିଥିଲେ ବିରାଜ । ଖବର ପାଇ ପରିବାର ମଧ୍ୟରେ ଶୋକର ଛାୟା ଖେଳିଯାଇଛି । ତାଙ୍କ ଶେଷ ଦର୍ଶନ ପାଇଁ ଓଲିଉଡ୍ର ଅନେକ କଳାକାର ଏକାଠି ହୋଇଛନ୍ତି । ଟେଲି ସିରିୟଲ ‘ତମସାତୀରେ’ରେ ଅଭିନୟ କରିି ଲୋକପ୍ରିୟ ହୋଇଥିଲେ । ଚଳଚ୍ଚିତ୍ର ‘ଯା ଦେବୀ ସର୍ବଭୂତେଷୁ, ବଗଲା ବଗୁଲୀରେ ଅଭିନୟ ବି କରିଥିଲେ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)