Advertisment

ବରିଷ୍ଠ ଅଭିନେତା ବିରାଜ ଦାସଙ୍କ ପରଲୋକ

ବିରାଜଙ୍କ ପରଲୋକ ନେଇ ସାନ ପୁଅ ଅର୍ଣ୍ଣବ ଦାସଙ୍କ ସୂଚନା । ଅନେକ ଟିଭି ସିରିୟଲ ଓ ଚଳଚ୍ଚିତ୍ରରେ ନିଖୁଣ ଅଭିନୟ କରିଥିଲେ ବିରାଜ ।

ଅଦ୍ୟତନ ହୋଇଛି
Biraj Das

Biraj Das

Advertisment

ବରିଷ୍ଠ ଅଭିନେତା ବିରାଜ ଦାସଙ୍କ ପରଲୋକ । ୬୩ ବର୍ଷ ବୟସରେ ଶେଷ ନିଃଶ୍ୱାସ ତ୍ୟାଗ କଲେ ବିରାଜ ଦାସ । ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ । ଦୀର୍ଘ ଦିନ କର୍କଟରେ ଆକ୍ରାନ୍ତ ହୋଇ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ । ବିରାଜଙ୍କ ପରଲୋକ ନେଇ ସାନ ପୁଅ ଅର୍ଣ୍ଣବ ଦାସଙ୍କ ସୂଚନା । ଅନେକ ଟିଭି ସିରିୟଲ ଓ ଚଳଚ୍ଚିତ୍ରରେ ନିଖୁଣ ଅଭିନୟ କରିଥିଲେ ବିରାଜ । ଖବର ପାଇ ପରିବାର ମଧ୍ୟରେ ଶୋକର ଛାୟା ଖେଳିଯାଇଛି । ତାଙ୍କ ଶେଷ ଦର୍ଶନ ପାଇଁ ଓଲିଉଡ୍‌ର ଅନେକ କଳାକାର ଏକାଠି ହୋଇଛନ୍ତି । ଟେଲି ସିରିୟଲ ‘ତମସାତୀରେ’ରେ ଅଭିନୟ କରିି ଲୋକପ୍ରିୟ ହୋଇଥିଲେ । ଚଳଚ୍ଚିତ୍ର ‘ଯା ଦେବୀ ସର୍ବଭୂତେଷୁ, ବଗଲା ବଗୁଲୀରେ ଅଭିନୟ ବି କରିଥିଲେ ।

Advertisment
Ollywood Actor Biraj Das
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ