Advertisment

ଅଭିନେତ୍ରୀ ଉଷଶୀ ମିଶ୍ରଙ୍କୁ କରୋନା

ଓଡ଼ିଆ ଅଭିନେତ୍ରୀ ଉଷଶୀ ମିଶ୍ରଙ୍କୁ କରୋନା। ତାଙ୍କର କୋଭିଡ୍‌ ଟେଷ୍ଟ୍‌ ରିପୋର୍ଟ ପଜିଟିଭ୍‌ ଆସିଛି। RTPCR ଟେଷ୍ଟ୍‌ ରିପୋର୍ଟ ପଜିଟିଭ୍‌ ଆସିଥିବା ନେଇ ଉଷଶି ନିଜ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ସୂଚନା ଦେଇଛନ୍ତି। ଗତ କିଛିଦିନ ଧରି ଯେଉଁମାନେ ତାଙ୍କ ସହ ଯୋଗାଯୋଗରେ ଆସିଛନ୍ତି କରୋନା ଟେଷ୍ଟ କରାଇବାକୁ ସେ ପରାମର୍ଶ ଦେଇଛନ୍ତି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Usasi Misra

Usasi Misra

ଭୁବନେଶ୍ୱର: ଓଡ଼ିଆ ଅଭିନେତ୍ରୀ ଉଷଶୀ ମିଶ୍ରଙ୍କୁ କରୋନା। ତାଙ୍କର କୋଭିଡ୍‌ ଟେଷ୍ଟ୍‌ ରିପୋର୍ଟ ପଜିଟିଭ୍‌ ଆସିଛି। RTPCR ଟେଷ୍ଟ୍‌ ରିପୋର୍ଟ ପଜିଟିଭ୍‌ ଆସିଥିବା ନେଇ ଉଷଶି ନିଜ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ସୂଚନା ଦେଇଛନ୍ତି। ଗତ କିଛିଦିନ ଧରି ଯେଉଁମାନେ ତାଙ୍କ ସହ ଯୋଗାଯୋଗରେ ଆସିଛନ୍ତି କରୋନା ଟେଷ୍ଟ କରାଇବାକୁ ସେ ପରାମର୍ଶ ଦେଇଛନ୍ତି।

Advertisment

୨୪ ଘଣ୍ଟାରେ ରାଜ୍ୟରେ ୫୯୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଜଣ ପ୍ରାଣ ହରାଇଛନ୍ତି । ଆଜି ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୮୦ ଆକ୍ରାନ୍ତ ଅଛନ୍ତି । ସେହିପରି କ୍ୱାରେଣ୍ଟିନରୁ ୩୪୬ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ଅଛନ୍ତି ୨୪୭ ଜଣ । ସବୁଦିନ ପରି ଆଜି ବି ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ ବାହାରିଛନ୍ତି । ଜିଲ୍ଲାରୁ ୨୯୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

COVID19 Odia Actress Usasi Misra Usasi Misra
Advertisment
Advertisment