Gajapati
Advertisment
ଆଜି ବାମନ ଜନ୍ମ ସହ ପବିତ୍ର ସୁନିଆ ଉତ୍ସବ। ଆଜିଠୁ ଗଜପତି ମହାରାଜାଙ୍କର ୬୭ ଅଙ୍କ ଆରମ୍ଭ। ସୁନିଆଁ ଅବସରରେ ଶ୍ରୀନହର ପ୍ରାଙ୍ଗଣରେ ଚାଲିଛି ବିଶେଷ ନୀତି। କନକଦୂର୍ଗା,ଶ୍ୟାମାକାଳୀ, ରାଧାକୃଷ୍ଣ ,ନୃସିଂହ ଆଦି ଦେବା ଦେବୀଙ୍କୁ ପୂଜାର୍ଚ୍ଚନା କରିଛନ୍ତି ଗଜପତି ମହାରାଜ। ଏହାକୁ ଗଜପତିଙ୍କ ଦେବର୍ଚ୍ଚନା କୁହାଯାଏ। ସୁନିଆ ଅବସରରେ ଶ୍ରୀନହର ପକ୍ଷରୁ ନୂତନ ଅଙ୍କ ପାଇଁ ଏକ ସ୍ୱର୍ଣ୍ଣ ମୁଦ୍ରା ପ୍ରଚଳନ କରାଯିବ। ରାଜଗୁରୁଙ୍କ ଉପସ୍ଥିତିରେ ବରାହ ନୃସିଂହ, ଲକ୍ଷ୍ମୀ ନୃସିଂହ ଆଦି ଦେବଦେବୀଙ୍କ ଚିହ୍ନ ଥିବା ମୁଦ୍ରା ପ୍ରଚଳନ କରିବେ ଗଜପତି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/Gajapati_1695737554.jpg)