/odishatv-khabar/media/post_attachments/uploadimage/library/16_9/16_9_0/IMAGE_1707886046.jpg)
Ratha Katha
ଶୁକ୍ଳ ପଞ୍ଚମୀରେ ଆଜି ଠାରୁ ରଥନିର୍ମାଣ ପାଇଁ ରଥକାଠ ଅନୁକୂଳ ହେବ । ଶ୍ରୀନଅର ସମ୍ମୁଖ ରଥଖଳାରେ ପରମ୍ପରା ଅନୁଯାୟୀ ତିନିଖଣ୍ଡ ଧଉରା କାଠକୁ ପୂଜାର୍ଚ୍ଚନା କରାଯିବ । ସନ୍ଧ୍ୟା ସମୟରେ ତିନିଖଣ୍ଡ ୧୨ଫୁଟିଆ ଧଉରା କାଠକୁ ଶୋତ୍ରିୟ ବ୍ରାହ୍ମଣ ଓ ରାଜଗୁରୁ ପୂଜାର୍ଚ୍ଚନା କରିବେ । ଦୀପ ଧୂପ ନୈବେଦ୍ୟ ଦେଇ ପୂଜାର୍ଚ୍ଚନା କରିବେ । ଏହି ଦିନ ଶ୍ରୀବିଗ୍ରହମାନଙ୍କର ଘୋଡ଼ ଉଲାଗି ହୋଇଥାଏ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)