Advertisment

ଆଜିଠାରୁ ରଥନିର୍ମାଣ ପାଇଁ ରଥକାଠ ଅନୁକୂଳ

ଶ୍ରୀନଅର ସମ୍ମୁଖ ରଥଖଳାରେ ପରମ୍ପରା ଅନୁଯାୟୀ ତିନିଖଣ୍ଡ ଧଉରା କାଠକୁ ପୂଜାର୍ଚ୍ଚନା କରାଯିବ । ସନ୍ଧ୍ୟା ସମୟରେ ତିନିଖଣ୍ଡ ୧୨ଫୁଟିଆ ଧଉରା କାଠକୁ ଶୋତ୍ରିୟ ବ୍ରାହ୍ମଣ ଓ ରାଜଗୁରୁ ପୂଜାର୍ଚ୍ଚନା କରିବେ ।

ଅଦ୍ୟତନ ହୋଇଛି
Ratha Katha

Ratha Katha

Advertisment

ଶୁକ୍ଳ ପଞ୍ଚମୀରେ ଆଜି ଠାରୁ ରଥନିର୍ମାଣ ପାଇଁ ରଥକାଠ ଅନୁକୂଳ ହେବ । ଶ୍ରୀନଅର ସମ୍ମୁଖ ରଥଖଳାରେ ପରମ୍ପରା ଅନୁଯାୟୀ ତିନିଖଣ୍ଡ ଧଉରା କାଠକୁ ପୂଜାର୍ଚ୍ଚନା କରାଯିବ । ସନ୍ଧ୍ୟା ସମୟରେ ତିନିଖଣ୍ଡ ୧୨ଫୁଟିଆ ଧଉରା କାଠକୁ ଶୋତ୍ରିୟ ବ୍ରାହ୍ମଣ ଓ ରାଜଗୁରୁ ପୂଜାର୍ଚ୍ଚନା କରିବେ । ଦୀପ ଧୂପ ନୈବେଦ୍ୟ ଦେଇ ପୂଜାର୍ଚ୍ଚନା କରିବେ । ଏହି ଦିନ ଶ୍ରୀବିଗ୍ରହମାନଙ୍କର ଘୋଡ଼ ଉଲାଗି ହୋଇଥାଏ ।

Advertisment

Lord Jagannath Ratha Jatra
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ