/odishatv-khabar/media/post_attachments/uploadimage/library/16_9/16_9_0/rath-yatra_1624514871.jpg)
rath yatra
ଭୁବନେଶ୍ୱର: ରଥଯାତ୍ରାରେ ଗଜପତି କରିବେ ଛେରାପହଁରା । ସ୍ନାନପୂର୍ଣ୍ଣମାରେ ଛେରାପହଁରା କରିନଥିବା ଗଜପତି ମାହାରାଜ ଦିବ୍ୟସିଂହ ଦେବ ରଥଯାତ୍ରାରେ ଛେରାପହଁରା କରିବେ ବୋଲି ନିଜେ ସୂଚନା ଦେଇଛନ୍ତି । ସେ କହିଛନ୍ତି ଆମେ ରଥଯାତ୍ରାକୁ ମୁଖ୍ୟ ସ୍ଥାନ ଦେଇଛୁ, ତାହା ମୁଖ୍ୟ ପର୍ବ । ଏମିତିକି ସେ ଆହୁରି କହିଛନ୍ତି ମହାପ୍ରଭୁ ଚାହିଁଲେ ବାହୁଡ଼ାରେ ମଧ୍ୟ ଆମେ ଯିବୁ । ଆର୍ଥାତ୍ ବାହୁଡ଼ାରେ ମଧ୍ୟ ଗଜପତି ମହାରାଜା ଛେରାପହଁରା କରିପାରନ୍ତି ବୋଲି କହିଛନ୍ତି ଗଜପତି ମହାରାଜ । ତେବେ ଅନ୍ୟ ସ୍ଥାନରେ ରଥଯାତ୍ରା ବନ୍ଦ ନେଇ ସୁପ୍ରିମକୋର୍ଟଙ୍କ ରାୟକୁ ସ୍ୱାଗତ କରିଛନ୍ତି ଗଜପତି । ସ୍ନାନ ଯାତ୍ରାରେ ଗଜପତିଙ୍କ ସ୍ଥାନରେ ମୁଦିରସ୍ତ କରିଥିଲେ ଛେରାପହଁରା ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)


/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)