/odishatv-khabar/media/post_attachments/uploadimage/library/16_9/16_9_0/IMAGE_1725458604.jpg)
Historic Baliyatra
ନଭେମ୍ବର ୧୫ରୁ ଆରମ୍ଭ ହେବ କଟକ ବାଲିଯାତ୍ରା । ଚଳିତ ବର୍ଷ କେତେଦିନ ବାଲିଯାତ୍ରା ହେବ ଏବେ କିନ୍ତୁ ନିଷ୍ପତ୍ତି ହୋଇନି । ପରବର୍ତ୍ତୀ ବୈଠକରେ ବାଲିଯାତ୍ରା ଦିନ ଧାର୍ଯ୍ୟ ଉପରେ ହେବ ଆଲୋଚନା । ବାଲିଯାତ୍ରାରେ ଟ୍ରାଫିକ୍ ପରିଚାଳନା ଓ ଟଏଲଟ୍ ସମସ୍ୟାକୁ ଗୁରୁତ୍ବ ମଧ୍ୟ ଦିଆଯିବ । ଶୃଙ୍ଖଳିତ ଓ ସୁରକ୍ଷିତ ବାଲିଯାତ୍ରା କରାଯିବା ନେଇ ଗୁରୁତ୍ବ ଦିଆଯାଉଛି ବୋଲି ଏନେଇ ଆଜି ସୂଚନା ଦେଇଛନ୍ତି କଟକ ଜିଲ୍ଲାପାଳ।
Advertisment
-ନଭେମ୍ବର ୧୫ରୁ କଟକ ବାଲିଯାତ୍ରା ନେଇ ଜିଲ୍ଲାପାଳଙ୍କ ସୂଚନା
-‘ଚଳିତ ବର୍ଷ କେତେଦିନ ବାଲିଯାତ୍ରା ହେବ ଏବେ ନିଷ୍ପତ୍ତି ହୋଇନି’
-‘ପରବର୍ତ୍ତୀ ବୈଠକରେ ବାଲିଯାତ୍ରା ଦିନ ଧାର୍ଯ୍ୟ ଉପରେ ଆଲୋଚନା’
-‘ବାଲିଯାତ୍ରାରେ ଟ୍ରାଫିକ୍ ପରିଚାଳନା ଓ ଟଏଲଟ୍ ସମସ୍ୟାକୁ ଗୁରୁତ୍ବ’
-ଶୃଙ୍ଖଳିତ ଓ ସୁରକ୍ଷିତ ବାଲିଯାତ୍ରା କରାଯିବା ନେଇ ଗୁରୁତ୍ବ… pic.twitter.com/BVVtRauPVs— ଓଟିଭି (@otvkhabar) September 4, 2024
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)