/odishatv-khabar/media/post_attachments/uploadimage/library/16_9/16_9_0/IMAGE_1700975198.jpg)
Puri Srimandir
ଆଜି ପବିତ୍ର ପଞ୍ଚକ ଚତୁର୍ଦ୍ଦଶୀରେ ଶ୍ରୀଜିଉଙ୍କ ଲକ୍ଷ୍ମୀ ନୃସିଂହ ବେଶ । ଗତକାଲି ଶ୍ରୀଜିଉ ତ୍ରିବିକ୍ରମ ବେଶରେ ଦର୍ଶନ ଦେଇଥିବା ବେଳେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା । ଆସନ୍ତାକାଲି ସୋମବାର ଶ୍ରୀଜିଉଙ୍କର ରାଜରାଜେଶ୍ୱର ବେଶ ରହିଛି ।
Advertisment
ଏଥିଲାଗି ଭିଡ଼ ଆହୁରି ବଢ଼ିବା ଆଶଙ୍କା କରାଯାଉଛି । ଏଭଳି ସ୍ଥିତିରେ ପ୍ରଶାସନକୁ ଘାରିଛି ଭିଡ଼ ନିୟନ୍ତ୍ରଣ ଚିନ୍ତା । କାର୍ତ୍ତିକ ପୂର୍ଣ୍ଣିମାରେ କିଭଳି ଭାବେ ଦର୍ଶନକୁ ସୁବନ୍ଦୋବସ୍ତ କରାଯିବ ସେଥିଲାଗି ଉଦ୍ୟମ କରାଯାଉଥିବା ଏସ୍ପି କହିଛନ୍ତି ।
କାର୍ତ୍ତିକ ପୂର୍ଣ୍ଣିମା ଲାଗି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଥିବା ବେଳେ ଟ୍ରାଫିକ୍ ନିୟନ୍ତ୍ରଣ ଲାଗି ମଧ୍ୟ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)