Advertisment

ଉଠିଲା ଶ୍ରୀଲିଙ୍ଗରାଜ ମନ୍ଦିର ମହାଦୀପ

ପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ

ଅଦ୍ୟତନ ହୋଇଛି
Lingaraj Temple

Lingaraj Temple

Advertisment

ପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ । ରାତି ୧୦ଟା ୨୦ରେ ଉଠିଲା ମହାଦୀପ । ହର ହର ମହାଦେବ ଧ୍ୱନିରେ ପ୍ରକମ୍ପିତ ହେଲା ମନ୍ଦିର ପରିସର ।

Advertisment

ଆଜି ପବିତ୍ର ମହାଶିବରାତ୍ରି । ସକାଳୁ ସକାଳୁ ବିଭିନ୍ନ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଥିଲା । ଭୁବନେଶ୍ୱର ଶ୍ରୀ ଲିଙ୍ଗରାଜ ମନ୍ଦିରରେ କୋଭିଡ୍ କଟକଣା ଭିତରେ ଶ୍ରଦ୍ଧାଳୁମାନେ ଦର୍ଶନ କରିଥିଲେ । ଆଜି ରାତି ୧୦ ଟାରେ ପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ ଉଠିବ ବୋଲି କୁହାଯାଇଥିଲା । ଜାଗର ଉପଲକ୍ଷେ ମନ୍ଦିରରେ ବ୍ୟାପକ ବ୍ୟବସ୍ଥା କରାଯାଇଛି ।

Lord Shiva Mahashiv Ratri
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ